ହାଇକୋର୍ଟରେ ପଶିଲା କରୋନା

କଟକ: ହାଇକୋର୍ଟର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଚିହ୍ନଟ ପରେ ୮ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟର ନୂଆ ଓ ପୁରୁଣା ବିଲ୍ଡିଂକୁ ବନ୍ଦ କଲେ କୋର୍ଟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା କର୍ମଚାରୀଙ୍କ ହେବ କୋଭିଡ ଟେଷ୍ଟ ହେବ। ଏଥି ସହିତ ସଂକ୍ରମିତ କର୍ମଚାରୀଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ହାଇକୋର୍ଟର ନୂଆ ଓ ପୁରୁଣା ବିଲ୍ଡିଂକୁ ଆଜି କରାଯିବ ସାନିଟାଇଜ୍ କରାଯାଉଛି। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାର୍‌ଙ୍କ ସୂଚନା ଦେଇଛନ୍ତି।