ଶନିବାର ସୁସ୍ଥ ହେଲେ ୩୮୮୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ଶନିବାର ରାଜ୍ୟରେ   ୩୮୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୨୭୩ରେ ପହଁଚିଛି ।ସସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଧାରୁ ୧୧୪୩ ଜଣ ରହିଥିବା ବେଳେ କଟକରୁ ୩୨୫, ପୁରୀରୁ ୧୯୩, ଝାରସୁଗୁଡାରୁ ୧୫୯, ବାଲେଶ୍ୱରରୁ ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁରରୁ ୧୨୬, କେନ୍ଦୁଝରରୁ ୧୨୪, କେନ୍ଦ୍ରାପଡାରୁ ୧୨୨, ସୁନ୍ଦରଗଡରୁ ୧୨୧, କଳାହାଣ୍ଡିରୁ ୧୧୨, ବଲାଙ୍ଗୀରରୁ ୧୦୩, ବରଗଡରୁ ୮୧, ନୂଆପଡାରୁ ୮୦, ଢେଙ୍କାନାଳରୁ ୭୯, ଜଗତସିଂହପୁରରୁ ୭୨ଜଣ ଆରୋଗ୍ୟଲାଭ କରିଛନ୍ତି ।
ସେହିପରି ସମ୍ବଲପୁରରୁ ୭୨, ରାୟଗଡାରୁ ୭୦, ଭଦ୍ରକରୁ ୬୪, କନ୍ଧମାଳରୁ ୫୯, ନବରଙ୍ଗପୁରରୁ ୫୬, ନୟାଗଡରୁ ୫୨, ସୋନପୁରରୁ ୫୦, କୋରାପୁଟରୁ ୪୮, ଗଞ୍ଜାମରୁ ୪୨, ବୌଦ୍ଧରୁ ୨୬, ମାଲକାନଗିରିରୁ ୨୬, ଅନୁଗୋଳରୁ ୧୯, ଦେବଗଡରୁ ୧୬, ଗଜପତିରୁ ୧୫ଜଣ ସୁସ୍ଥ ହୋଇଛନ୍ତି ।