ଗଣତନ୍ତ୍ର ଦିବସରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ୭୧ତମ ଗଣତନ୍ତ୍ର ଦିବସ ଚାରିଆଡେ ପାଳନ କରାଯାଉଛି । ଏହି ଅବସରରେକେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ୭୧ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଟ୍ଵିଟ୍ କରି ଏକ ଭିଡ଼ିଓ ସେୟାର କରିଛନ୍ତି। ସେ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇ ଲେଖିଛନ୍ତି ଯେ, ସମସ୍ତ ଦେଶବାସୀଙ୍କୁ ମୋର ଶୁଭେଚ୍ଛା। ଜୟ ହିନ୍ଦ।