ବାଲେଶ୍ୱରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରୋଡ ଶୋ’

ବାଲେଶ୍ୱର: ବାଲେଶ୍ୱର ଲୋକସଭା ମଣ୍ଡଳୀର ବାଲେଶ୍ୱର ସଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ରୋଡ ଶୋ’ କରିଛନ୍ତି ।

ଏହି ରୋଡ ଶୋ’ ହଜାର ହଜାର ସଂଖ୍ୟାରେ ଲୋକଙ୍କ ସମାଗମ ଦେଖିବାକୁ ମିଳିଥିଲା । ଏଥିରେ ଶତାଧିକ ବିଜେପି କର୍ମୀ ସାମିଲ ହୋଇଥିଲେ । ରୋଡ ଶୋ’ କରିବା ସହ ପ୍ରଚାରକୁ ଜୋରଦାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।