ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


ସେ ନିଜ ଟ୍ୱିଟରରେ କହିଛନ୍ତି ଯେ, ପବିତ୍ର ଉତ୍କଳ ଦିବସ ଅବସରରେ ମୋର ସମସ୍ତ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ।
ଏହି ଅବସରରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ମୋର ଶ୍ରଦ୍ଧାଜ୍ଞଳି । ବନ୍ଦେ ଉତ୍କଳ ଜନନୀ ।