ରଜପର୍ବ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ ଜରିଆରେ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ଓଡ଼ିଶାର ସଂସ୍କୃତି, କୃଷି ଅର୍ଥନୀତି ଓ ଯୁବପିଢି ସହ ଜଡିତ ଓଡ଼ିଶାର ପାରମ୍ପରିକ ଓ ଗଣପର୍ବ ରଜପର୍ବ ଅବସରରେ ଶୁଭକାମନା ।

dharmendra pradhan wish rajo