ମହାମହିମ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍ କଲେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : ମହାମହିମ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ନୂଆ ମନ୍ତ୍ରଣାଳୟ ପାଇବା ପରେ ପ୍ରଥମ ଥର ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍ କରିଛନ୍ତି। ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ନବନିଯୁକ୍ତ ଡା. ସୁବାଷ ସରକାର, ଅନ୍ନପୂର୍ଣ୍ଣା ଦେବୀ, ରାଜକୁମାର ରଞ୍ଜନ ସିଂହ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି।

ଶିକ୍ଷା ମନ୍ତ୍ରୀମଣ୍ଡଳ ସଦସ୍ୟମାନେ ରାଷ୍ଟ୍ରପତିଙ୍କ ନିରନ୍ତର ସମର୍ଥନ ଏବଂ ମାର୍ଗଦର୍ଶନ ଲୋଡିଛନ୍ତି।

ମହାମହିମ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍ କଲେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
• ନୂଆ ମନ୍ତ୍ରଣାଳୟ ପାଇବା ପରେ ପ୍ରଥମ ଥର ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍ କଲେ 
• ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ର ମନ୍ତ୍ରୀ ଭାବେ ନବନିଯୁକ୍ତ  ଡା. ସୁବାଷ ସରକାର, ଅନ୍ନପୂର୍ଣ୍ଣା ଦେବୀ, ରାଜକୁମାର ରଞ୍ଜନ ସିଂହ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଲେ  
• ରାଷ୍ଟ୍ରପତିଙ୍କ ନିରନ୍ତର ସମର୍ଥନ ଏବଂ ମାର୍ଗଦର୍ଶନ ଲୋଡ଼ିଲେ ଶିକ୍ଷା ମନ୍ତ୍ରୀମଣ୍ଡଳ ସଦସ୍ୟ
education minister dharmendra pradhan met president Ram Nath Kovind