ଭଦ୍ରକରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା କର୍ଫ୍ୟୁ

ଭଦ୍ରକ: ସମଗ୍ର ଜିଲ୍ଲାରେ କର୍ଫ୍ୟୁ ଜାରି କଲା ଜିଲ୍ଲା ପ୍ରଶାସନ । ସନ୍ଧ୍ୟା ୭ ଟାରୁ ସକାଳ ୭ ଟା ପର୍ଯ୍ୟନ୍ତ ଜାରି ରହିବ କର୍ଫ୍ୟୁ । ଏହି ସମୟରେ ସମସ୍ତ ପ୍ରକାର ଯାତାୟତ ଉପରେ ରୋକ । ଏହି କଟକଣା ୫ତାରିଖରୁ ମେ ୧୭ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଭଦ୍ରକ ଜିଲ୍ଲାପାଳ ଜ୍ଞାନ ରଞ୍ଜନ ଦାସ ।