ସବୁ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର, ଦର୍ଶନକୁ ବାରଣ

ପୁରୀ: ରାଜ୍ୟରେ ସଂକ୍ରମଣ ବଢୁଥିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପଦକ୍ଷେପ । ସପ୍ତାହରେ ଗୋଟିଏ ଦିନ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି । ସପ୍ତାହର ସବୁ ରବିବାର ଦର୍ଶନକୁ ବାରଣ କରାଯାଇଛି । ସଂକ୍ରମଣ ବଢୁଥିବାରୁ ଶ୍ରୀମନ୍ଦିରକୁ ସାନିଟାଇଜ କରାଯିବ । ସାନିଟାଇଜ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

every sunday puri srijagannath temple closed