ଫନି ପୀଡିତଙ୍କ ପାଇଁ ସହାୟତାର ହାତ ବଢାଇଲେ ଖିଲାଡି ଷ୍ଟାର ଅକ୍ଷୟ କୁମାର

ବାତ୍ୟା ଫନିରେ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଥିବା ଓଡିଶା ପାଇଁ ଛୁଟୁଛି ସହାୟତାର ସୁଅ । ବାତ୍ୟା ପୀଡିତଙ୍କ ପାଇଁ ସହାୟତାର ହାତ ବଢାଇଲେ ବଲିଉଡର ଖିଲାଡି ଷ୍ଟାର ଅକ୍ଷୟ କୁମାର । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୧ କୋଟି ଟଙ୍କା ସହାୟତା...

ବାତ୍ୟା ଫନିରେ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଥିବା ଓଡିଶା ପାଇଁ ଛୁଟୁଛି ସହାୟତାର ସୁଅ । ବାତ୍ୟା ପୀଡିତଙ୍କ ପାଇଁ ସହାୟତାର ହାତ ବଢାଇଲେ ବଲିଉଡର ଖିଲାଡି ଷ୍ଟାର ଅକ୍ଷୟ କୁମାର । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୧ କୋଟି ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି ଅକ୍ଷୟ ।

ତେବେ ଅସୁବିଧା ସମୟରେ ଅନ୍ୟମାନଙ୍କୁ ସାହାଯ୍ୟ କରିବା ଅକ୍ଷୟ କୁମାରଙ୍କ ପାଇଁ କିଛି ନୂଆ କଥା ନୁହେଁ । ପୂର୍ବରୁ ମଧ୍ୟ ସେ ଅନେକ ଲୋକଙ୍କୁ ସାହାଯ୍ୟ କରିଛନ୍ତି । ନିକଟରେ ପୁଲୱାମାରେ ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ବୀର ଯବାନଙ୍କ ପରିବାରଙ୍କୁ ୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଥିଲେ ବଲିଉଡର ଏହି ଲୋକପ୍ରିୟ କଳାକାର ।

Spread the love
Categories
ମନୋରଞ୍ଜନ

RELATED BY

  • ଅଗଷ୍ଟରୁ ଆରମ୍ଭ ହେବ ‘କୌନ ବନେଗା କରୋଡପତି’

    ମୁମ୍ବାଇ: ସୋନି ଟିଭିରେ ପ୍ରସାରିତ ମୋଷ୍ଟ ପପୁଲାର ଶୋ’ ‘କୌନ ବନେଗା କରୋଡପତି’ ପୁଣି ଥରେ ଆରମ୍ଭ ହେବାକୁ ଯାଉଛି।  ଏହି ଶୋ’ର ୧୧ ତମ ସିଜିନ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଥିବା ବେଳେ ଦର୍ଶକ ବି ଖୁବ୍‌ ଉତ୍ସୁକତାର...
  • ଅଭିନେତ୍ରୀ ଶ୍ରୀଦେବୀଙ୍କ ମୃତ୍ୟୁ ରହସ୍ୟ ଘେରରେ

    ନୂଆଦିଲ୍ଲୀ: ବଲିଉଡ୍‌ର ପ୍ରଥମ ମହିଳା ସୁପରଷ୍ଟାର ଶ୍ରୀଦେବୀଙ୍କ ମୃତ୍ୟୁକୁ ବର୍ଷେ ପୁରି ସାରିଛି । ଫେବୃଆରୀ ୨୪,୨୦୧୮ରେ ବାଥ୍‌ଟବରେ ବୁଡ଼ି ଶ୍ରୀଦେବୀଙ୍କ ମୃତ୍ୟୁ ହୋଇଥିଲା । ଦୁବାଇକୁ ସେ ବିବାହରେ ଯୋଗ ଦେବାକୁ ଯାଇଥିବା ବେଳେ ଅଧିକ ମଦ ପିଇ...
  • ଫୋର୍ବ୍ସର ଟପ୍ ୧୦୦ ଲିଷ୍ଟରେ ଅକ୍ଷୟ

    ନୂଆଦିଲ୍ଲୀ:ଫୋର୍ବ୍ସ ପକ୍ଷରୁ ସାରା ବିଶ୍ୱରେ ଚଳିତ ବର୍ଷରେ ସର୍ବାଧିକ ରୋଜଗାର କରିଥିବା ଷ୍ଟାରମାନଙ୍କ ଲିଷ୍ଟ ଜାରିକରିଛି । ଏଥିରେ ଭାରତରୁ କେବଳ ଅକ୍ଷୟ କୁମାର ହିଁ ସ୍ଥାନ ପାଇଛନ୍ତି । ଅନ୍ୟ ପଟେ ବଲିଉଡର ସୁଲତାନ ସଲମାନ ଖାନ୍ ମଧ୍ୟ...
  • କଂଗ୍ରେସ ଆସନରୁ ହାରିବା ପରେ ପାର୍ଟି ବଦଳାଇବେ ଉର୍ମିଳା!

    ନୂଆଦିଲ୍ଲୀ: ନିକଟରେ ହୋଇଥିବା ଲୋକସଭା ନିର୍ବାଚନରେ ଉତ୍ତର ମୁମ୍ବାଇ ଆସନରୁ କଂଗ୍ରେସର ପ୍ରାର୍ଥୀ ହୋଇଥିବା ବଲିଉଡ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ନିଜର ପରାଜୟ ପାଇଁ କଂଗ୍ରେସ କର୍ମୀଙ୍କ ଉପରେ ଦୋଷ ଠେଲିଛନ୍ତି | ଏଥିପାଇଁ ଉର୍ମିଳା କଂଗ୍ରେସ ଛାଡିପାରନ୍ତି ବୋଲି...