ବ୍ରହ୍ମପୁର ମଡେିକାଲ କଲଜେରେ ଖୋଲିବ Gastroenterology ବିଭାଗ

ଭୁବନଶେ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବ୍ରହ୍ମପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମଡେିକାଲ କଲଜେ ଓ ହସ୍ପିଟାଲରେ Gastroenterology ବିଭାଗ ଖୋଲିବାକୁ ଯାଉଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ surgical ଓ medical Gastroenterology ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।

ଏମକସେିଜି ମଡେିକାଲ କଲଜେରେ ଉପରୋକ୍ତ ଦୁଇ Super specialty ବିଭାଗ ଖୋଲିବା ଫଳରେ ସମଗ୍ର ଦକ୍ଷିଣ ଓଡିଶାର ଜନସାଧାରଣ ବିଶଷେ ଭାବରେ ଉପକୃତ ହବେେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ର୍ବତ୍ତମାନ ବ୍ରହ୍ମପୁରରେ ଏହି ଅତ୍ୟାଧୁନିକ super speciality ଚିକିତ୍ସା ସୁବିଧା ଉପଲବ୍ଧ ହବୋ ଦ୍ୱାରା ଦକ୍ଷିଣ ଓଡିଶାର ସ୍ୱାସ୍ଥ୍ୟ ସବୋ କ୍ଷତେ୍ରରେ ଆଉ ଏକ ନୂଆ ଯୁଗର ଆରମ୍ଭ ହୋଇଛି ।
ଏମକସେିଜି ମଡେିକାଲ କଲଜେ, ବ୍ରହ୍ମପୁର ରାଜ୍ୟର ବିଶଷେକରି ଦକ୍ଷିଣ ଓଡିଶାର ଅଗ୍ରଣୀ ଚିକିତ୍ସା ପ୍ରତିଷ୍ଠାନ ଭାବରେ ସୁପରିଚିତ । ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଗୁଣାତ୍ମକ ଚିକିତ୍ସା ସବୋ ଯୋଗାଇବା କ୍ଷତେ୍ରରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ର୍ବତ୍ତମାନ ଏହି Super specialty ବିଭାଗ ଖୋଲିବା ଦ୍ୱାରା ଜନସାଧାରଣଙ୍କ ଅସୁବିଧା ଦୂର ହବେ।

gastroenterology department will open in berhampur medical college