ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୧ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ନୂଆପଡ଼ା, ବଲାଙ୍ଗିର,...

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୧ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, କନ୍ଧମାଳ, ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଝାରସୁଗୁଡ଼ା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପୂର୍ବାନୁମାନ କରିଛି ।

Spread the love
Categories
ଓଡିଶା

RELATED BY

  • କଟକ ଏସ୍‌ସିବି ଆସିବେ ଜଗା ଓ କାଳିଆ

    କଟକ : ନୂଆଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ କଟକ ବଡ଼ ମେଡିକାଲ୍‌ ଆସିବେ। କେବେ ଆସିବେ ତାହା ୭ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ।...
  • ନଦୀରେ ବୁଡ଼ି ଗଲେ ଦୁଇ ଭଉଣୀ

    ସାଲେପୁର : କଟକ ଜିଲ୍ଲା କିଶନନଗର ଥାନା ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇ ନଦୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ...
  • ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ପରଲୋକ

    ଭୁବନେଶ୍ୱର:ରାଜ୍ୟର ଜଣେ ସୁନାମଧନ୍ୟ ତଥା ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଗତକାଲି ରାତିରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ...
  • ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ:୨ ଦିନ ଭିଜିବ ଓଡ଼ିଶା!

    ଭୁବନେଶ୍ବର : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି ପୂର୍ବାନୁମାନ...