IAS ଅରବିନ୍ଦ ପାଢୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଛୋଟ ଧରଣର ଅଦଳବଦଳ ହୋଇଛି । ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ପାଢୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମିଳିଛି । ୨୧ ଦିନିଆ ଛୁଟିରେ ଅଛନ୍ତି ବୀର ବିକ୍ରମ ଯାଦବ । ଅରବିନ୍ଦ ପାଢୀ ୨୦୧୧୪ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ । ଆଇଏସ ଅଧିକାରୀଙ୍କ ଅନୁପସ୍ଥିତିରେ ଦାୟିତ୍ୱ ତୁଲାଇବେ । ଆଗକୁ ରଥଯାତ୍ରାର ଦାୟିତ୍ୱ କିଭଳି ଶାନ୍ତିଶୃଙ୍ଖଳାରେ ହେବ ତାହା ଧ୍ୟାନ ଦେବେ ।