ଥିରୁଅନନ୍ତପୁରମ: ସାରା ବିଶ୍ବରେ ଆତଙ୍କ ଖେଳାଇଛି ମହାମାରୀ କୋରୋନା ଭାଇରସ । ଭାରତରେ ମଧ୍ୟ ଏହି ଭାଇରସ ଧିରେ ଧିରେ କାୟା ବିସ୍ତାର କରିବାରେ ଲାଗିଛି । କେରଳରେ ପୁଣି ୬ କୋରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ବର୍ତମାନ ସୁଦ୍ଧା କେରଳରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ଛୁଇଁଛି ।
Prev Post