ସ୍ୱାଧୀନତା ଦିବସ ଉପଲକ୍ଷେ ୟୁନିଟ୍ -୮ ଡିଏଭି ସ୍କୁଲର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆସନ୍ତାକାଲି ସାରା ଦେଶ ପାଳିବ ୭୩ତମ ସ୍ୱାଧୀନତା ଦିବସ । ତେବେ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ୟୁନିଟ୍ -୮ ଡିଏଭି ସ୍କୁଲର ୨ୟ ଶ୍ରେଣୀର ଛାତ୍ରଛାତ୍ରୀମାନେ ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ମହାତ୍ମା ଗାନ୍ଧି, ଭଗତ...

ଭୁବନେଶ୍ୱର: ଆସନ୍ତାକାଲି ସାରା ଦେଶ ପାଳିବ ୭୩ତମ ସ୍ୱାଧୀନତା ଦିବସ । ତେବେ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ୟୁନିଟ୍ -୮ ଡିଏଭି ସ୍କୁଲର ୨ୟ ଶ୍ରେଣୀର ଛାତ୍ରଛାତ୍ରୀମାନେ ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ମହାତ୍ମା ଗାନ୍ଧି, ଭଗତ ସିଂ, ସୁଭାଷ ଚନ୍ଦ୍ର ବୋଷ ଓ ଚନ୍ଦ୍ରଶେଖର ଆଜାଦଙ୍କ ପରି କ୍ରାନ୍ତିକାରୀଙ୍କୁ ମନେ ପକାଇବା ସହ ସେମାନଙ୍କ ଜୀବନରୁ ପ୍ରେରଣା ନେଇ ଆଗକୁ ବଢ଼ିବା ନେଇ ମଧ୍ୟ ଆଲୋଚନା ହୋଇଛି । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଦେଶପ୍ରେମବୋଧକ ନୃତ୍ୟ ପ୍ରଦର୍ଶିତ ହୋଇଥିଲା ।

Spread the love
Categories
ଓଡିଶା

RELATED BY

  • କଟକ ଏସ୍‌ସିବି ଆସିବେ ଜଗା ଓ କାଳିଆ

    କଟକ : ନୂଆଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ କଟକ ବଡ଼ ମେଡିକାଲ୍‌ ଆସିବେ। କେବେ ଆସିବେ ତାହା ୭ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ।...
  • ନଦୀରେ ବୁଡ଼ି ଗଲେ ଦୁଇ ଭଉଣୀ

    ସାଲେପୁର : କଟକ ଜିଲ୍ଲା କିଶନନଗର ଥାନା ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇ ନଦୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ...
  • ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ପରଲୋକ

    ଭୁବନେଶ୍ୱର:ରାଜ୍ୟର ଜଣେ ସୁନାମଧନ୍ୟ ତଥା ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଗତକାଲି ରାତିରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ...
  • ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ:୨ ଦିନ ଭିଜିବ ଓଡ଼ିଶା!

    ଭୁବନେଶ୍ବର : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି ପୂର୍ବାନୁମାନ...