୫ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ

କେନ୍ଦ୍ରାପଡା: କେନ୍ଦ୍ରାପଡାରେ ଲଜ୍ଜା । ପଟ୍ଟାମୁଣ୍ଡାଇ ଥାନା ଅଂଚଳରେ ୫ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ । ବାପା ଗାଧୋଇଯାଇଥିବାର ସୁଯୋଗ ନେଇ ନାବାଳିକାକୁ ଦୁଷ୍କର୍ମ କରିଛନ୍ତି ୪ ଦୁର୍ବୃତ୍ତ ।

ତେବେ ୩ ଦୁର୍ବୃତ ଫେରାର ଥିବାବେଳେ ଜଣଙ୍କୁ ଅଟକ ରଖିଛନ୍ତି ଗ୍ରାମବାସୀ । ସେପଟେ ନାବାଳିକାକୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତି କରାଯାଇଛି ।