ଭୁବନେଶ୍ୱର: ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଗଞ୍ଜାମରୁ ୧୯ଜଣ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ ଓ ଭଦ୍ରକ ଜିଲ୍ଲାରୁ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Next Post