ନୂଆଦିଲ୍ଲୀ:ଆଜି ପବିତ୍ର ମହାଶିବରାତ୍ରି । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।
आप सभी को महाशिवरात्रि की हार्दिक शुभकामनाएं। बाबा भोलेनाथ के आशीर्वाद से सभी देशवासियों के जीवन में सुख, शांति, समृद्धि और सौभाग्य आए। ऊँ नम: शिवाय!
— Narendra Modi (@narendramodi) February 21, 2020
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ କରି କହିଛନ୍ତି ଯେ, ସମସ୍ତ ଦେଶବାସୀଙ୍କୁ ମହା ଶିବରାତ୍ରିର ହାର୍ଦ୍ଦିକ ଶୁଭକାମନା । ବାବ ଭୋଳାନାଥଙ୍କ କୃପାରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ସମୃଦ୍ଧି ଆସୁ । ଓଃ ନମଃ ଶିବାୟ ।
महाशिवरात्रि के शुभ अवसर पर सभी देशवासियों को बधाई और शुभकामनाएं। मेरी कामना है कि भगवान शिव का आशीर्वाद सभी के जीवन में सुख, शांति और समृद्धि लाए — राष्ट्रपति कोविन्द
— President of India (@rashtrapatibhvn) February 21, 2020
ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟ୍ୱିଟ ମାଧ୍ୟମରେ ମହା ଶିବରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଇଟ କରିଛନ୍ତି ଯେ, ମହା ଶିବରାତ୍ରିର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା । ଭଗବାନ ଶିବଙ୍କ ଶୁଭ ଦୃଷ୍ଟିରେ ସମସ୍ତଙ୍କ ସମୃଦ୍ଧି ଆସୁ ।