ଯାଜପୁରରୁ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରୁ ଏହି ସୂଚନା ମିଳିଛି। ଏହା ସହିତ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଂଚି ଯାଇଥିବା ବେଳେ ରାଜ୍ୟରେ ଏହି ସଂଖ୍ୟା ୧୭୯ରେ ପହଂଚିଛି।