ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ଯାଜପୁର ଜିଲ୍ଲାର ବାସୁଦେବପୁର ଅଂଚଳର ବୋଲି ଜଣାପଡିଛି । ଏହି ନୂଆ କରୋନା ଜଣଙ୍କ ୩୫ ବର୍ଷୀୟ ମହିଳା । ଏହି ନୂତନ କରୋନାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୯ରେ ପହଂଚିଲା । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ଜଣାଯାଇଛି ।