ରାଜ୍ୟରେ ଷଷ୍ଠ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଷଷ୍ଠ କୋରୋନା ଆକ୍ରାନ୍ତ ଚିହ୍ନଟ । ଆକ୍ରାନ୍ତଙ୍କ ଘର କଟକ ହୋଇଥିବାବେଳେ ସେ ନିକଟରେ ଦିଲ୍ଲୀ ଯାଇଥିଲେ । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।