ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତକଜଣକ ଗଞ୍ଜାମ ଜିଲ୍ଲାର ବୋଲି ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରେ ୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହା ଫଳରେ ରାଜ୍ୟରେ ମୋଟ ୩ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।