କରୋନା ନେଲା ଆଉ ଏକ ଜୀବନ, ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ସକାଳୁ ସବୁଠୁ ବଡ଼ ଖବର ଆସି ପହଂଚିଛି । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ଖୋର୍ଦ୍ଧା ଜିଲ୍ଲା ୭୦ବର୍ଷୀୟ ବୋଲି ଜଣାପଡ଼ିଛି । ରାଜ୍ୟରେ ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।