ପାଟକୁରା ପାଇଁ ପ୍ରାର୍ଥୀ ଘୋଷଣା କଲେ ନବୀନ: ଜାଣନ୍ତୁ କାହାକୁ ମିଳିଲା ଟିକେଟ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଟକୁରା ବିଧାନସଭା ଆସନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋମବାର ପ୍ରାର୍ଥୀ ଘୋଷଣା କରିଛନ୍ତି। ଏହି ଆସନ ପାଇଁ ଆଗାମୀ ମେ’ ମାସ ୧୯ରେ ହେବାକୁ ଥିବା ନିର୍ବାଚନ ପାଇଁ ସ୍ୱର୍ଗତ ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ଵାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରଓ୍ଵାଲଙ୍କୁ ଟିକେଟ
ମିିଳିଛି।