କାଲି ସନ୍ଧ୍ୟା ୭ଟା ପରେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ: ଶରଧାବାଲିରେ ତିନି ରଥକୁ ଦକ୍ଷିଣମୋଡ଼ କରାଯିବା ସହ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମଙ୍ଗଳବାର ଶ୍ରୀଜିଉଙ୍କ ପାଖରୁ ଆଜ୍ଞାମାଳ ଆସିବା ପରେ ଅପରାହ୍ଣରେ ମହାପ୍ରଭୁ ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ରଥକୁ ଦକ୍ଷିଣ...

ପୁରୀ: ଶରଧାବାଲିରେ ତିନି ରଥକୁ ଦକ୍ଷିଣମୋଡ଼ କରାଯିବା ସହ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ମଙ୍ଗଳବାର ଶ୍ରୀଜିଉଙ୍କ ପାଖରୁ ଆଜ୍ଞାମାଳ ଆସିବା ପରେ ଅପରାହ୍ଣରେ ମହାପ୍ରଭୁ ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ରଥକୁ ଦକ୍ଷିଣ ମୋଡ଼ କରାଯାଇଥିଲା। ଏହା ସହିତ ଦୁଇ ରଥକୁ ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖକୁ ଅଣାଯାଇଥିଲା।

ପରମ୍ପରା ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ନାକଚଣା ଦ୍ୱାରକୁ ଅଣାଯାଇଥିଲା। ଏହାପରେ ଶ୍ରୀ ବଳଭଦ୍ର ମହାପ୍ରଭୁଙ୍କ ତାଳଧ୍ୱଜ ରଥକୁ ଅଣାଯାଇଥିଲା। ଆଜି ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାରକୁ ଅଣାଯାଇଛି।

Spread the love
Categories
ଓଡିଶା

RELATED BY

  • ୧ରୁ ଟ୍ରାଫିକ ନିୟମ କଡ଼ାକଡ଼ି; ଆରଟିଓ ଅଫିସରେ ଗାଡ଼ି ଚାଳକଙ୍କ ଭିଡ଼

    ଭୁବନେଶ୍ୱର : ଡିସେମ୍ବର ୧ ତାରିଖରୁ ପୁଣି ଆରଟିଓ ନିୟମ କଡାକଡ଼ି କରାଯିବ। ଏହି ଖବର ପ୍ରଚାରିତ ହେବା ପରଠୁ  ଛାନିଆ ହୋଇ ପଡ଼ିଲେଣି ଗାଡ଼ି ଚାଳକ। କିଛି ଦିନର ବ୍ୟବଧାନ ପରେ ପୁଣି ଭୁବନେଶ୍ୱରର ୨ଟି ଯାକ ଆରଟିଓ...
  • ଆଜିଠୁ ୨ଦିନିଆ ବଲାଙ୍ଗୀର ବନ୍ଦ ପାଳନ

    ବଲାଙ୍ଗୀର:୩ ଦଫା ଦାବୀ ନେଇ ଆଜି ଓ କାଲି ବଲାଙ୍ଗିର ଆକ୍ସନ କମିଟି ପକ୍ଷରୁ ଦୁଇ ଦିନିଆ ବଲାଙ୍ଗିର ବନ୍ଦ ପାଳନ କରାଯାଉଛି । ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା , ଲୋୟର ସୁକତେଲ କାମ ଆରମ୍ଭ ଓ ବାଇପାସ୍...
  • ଗାଁକୁ ଫେରିଯିବ ଜଗା, କାଳିଆ ବି ଡିସଚାର୍ଜ ହେବ

    କଟକ: ଜଗା ଫେରିଯିବ ଗାଁକୁ। କନ୍ଧମାଳର ଫିରିଙ୍ଗିଆରେ ଥିବା ତାର ଗାଁକୁ ନେଇଯିବା ପାଇଁ ଯୋଜନା କରିଛନ୍ତି ତାଙ୍କ ପରିବାର। ଏନେଇ ଏସ୍‌ସିବି ଅଧୀକ୍ଷକଙ୍କୁ ଭେଟି ଲିଖିତ ଭାବେ ଜଣାଇଛନ୍ତି ଜଗାର ମା ପୁଷ୍ପାଞ୍ଜଳି କହଁର। ଅନ୍ୟପଟେ ଏସସିବି କର୍ତ୍ତୃପକ୍ଷ...
  • ଆଜି ସରିବ କଟକ ବାଲିଯାତ୍ରା

    କଟକ: କଟକର ଐତିହାସିକ ବାଲିଯାତ୍ରା ଆଜି ୮ ଦିନ ଅତିକ୍ରାନ୍ତ କରିଛି। ୮ମ ସଂଧ୍ୟାରେ ବଲିଉଡର ଲୋକପ୍ରିୟ କଣ୍ଠଶିଳ୍ପୀ କେ.କେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ନିଜ ସଂଗୀତର ଯାଦୁ ଦେଖାଇଛନ୍ତି। ବାଲିଯାତ୍ରା ପଡିଆରେ ଆଜି ଅପେକ୍ଷାକୃତ କମ୍‌ ଭିଡ଼...