ମୃତକଙ୍କ ପରିବାରକୁ ୮ ଲକ୍ଷ, ଗୁରୁତର ଆହତଙ୍କୁ ୪ ଲକ୍ଷ ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲା ଇଣ୍ଡିଆନ୍ ଅଏଲ

ଇଣ୍ଡିଆନ୍ ଅଏଲ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଘଟଣା

ଭୁବନେଶ୍ୱର: ବୁଧବାର ଭୁବନେଶ୍ୱର ରାଜଭବନ ନିକଟସ୍ଥ ଇଣ୍ଡିଆନ୍ ନିକଟସ୍ଥ ଇଣ୍ଡିଆନ୍ ଅଏଲ ପେଟ୍ରୋଲ ପମ୍ପରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାର ବର୍ଗଙ୍କୁ ୮ଲକ୍ଷ , ଗୁରୁତର ଆହତଙ୍କୁ ୪ଲକ୍ଷ ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଯୋଗାଇ ଦେବା ପାଇଁ କେନ୍ଦ୍ର ପେଟ୍ରୋଲିୟମ , ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଇଣ୍ଡିଆନ୍ ଅଏଲ ଏହି ସହାୟତା ରାଶି ଘୋଷଣା କରିଛି ।