ଭୁବନେଶ୍ୱର: ଖୁବଶୀଘ୍ର ପ୍ରକାଶ ପାଇପାରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା । ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ତାରିଖ ଘୋଷଣା କରିବେ । ଏଥର କଳାରେ ୨ଲକ୍ଷ ୨୦ ହଜାର ୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ପରୀକ୍ଷା ଦେଇଛନ୍ତି।

Next Post