ଧ୍ୟାନରେ ବସିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ୨୦୧୯ ଲୋକସଭା ନିର୍ବାଚନ ପ୍ରଚାର ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଉତ୍ତରାଖଣ୍ଡ କେଦାରନାଥ ଧାମ ଯାତ୍ରା କରିଛନ୍ତି। ସେଠାରେ ପ୍ରଧାନମନ୍ତ୍ରୀ ଶନିବାର ସକାଳେ କେଦାରନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ପରେ ମୋଦୀ...

ନୂଆଦିଲ୍ଲୀ : ୨୦୧୯ ଲୋକସଭା ନିର୍ବାଚନ ପ୍ରଚାର ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଉତ୍ତରାଖଣ୍ଡ କେଦାରନାଥ ଧାମ ଯାତ୍ରା କରିଛନ୍ତି। ସେଠାରେ ପ୍ରଧାନମନ୍ତ୍ରୀ ଶନିବାର ସକାଳେ କେଦାରନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ପରେ ମୋଦୀ କେଦାରନାଥ ଧାମରେ ଚାଲିଥିବା ପୁର୍ନନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି।
କେଦାରନାଥରେ ଧ୍ୟାନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଲି ଚାଲି ପାହାଡ ଚଢି ଧ୍ୟାନ ଗୁମ୍ଫାରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀଙ୍କ ଏହି ଧ୍ୟାନ ରବିବାର ସକାଳ ପର୍ଯ୍ୟନ୍ତ ଚାଲିବ। ଏହି ଗୁମ୍ଫା କେଦାରନାଥ ମନ୍ଦିରରୁ ପ୍ରାୟ ୨ କିଲୋମିଟର ଦୂର ମନ୍ଦାକିନୀ ନଦୀର ଅପର ପାର୍ଶ୍ବରେ ଅବସ୍ଥିତ। ଏହି ଗୁମ୍ଫାରେ ସବୁ ମୌଳିକ ସୁବିଧା ଉପଲବ୍ଧ ରହିଛି।

Spread the love
Categories
ଦେଶ-ବିଦେଶ

RELATED BY

  • ଜେଏନୟୁ ଛାତ୍ରଙ୍କ ବିରୋଧରେ ଏଫଆଇଆର

    ନୂଆଦିଲ୍ଲୀ:ଜବାହାରଲାଲ ନେହରୁ ବିଶ୍ୱବିଦ୍ୟାଳୟରେ ଫ’ ବୃଦ୍ଧିକୁ ନେଇ ଛାତ୍ରଙ୍କ ବିରୋଧ-ପ୍ରଦର୍ଶନ ଏବଂ ତାଙ୍କ ଉପରେ ପୁଲିସ କାର‌୍ୟ୍ୟାନୁଷ୍ଠାନକୁ ନେଇ ଲୋକସଭାରେ ଉଠିଥିବା ଚର୍ଚ୍ଚା ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସିଛି । ଦିଲ୍ଲୀ ପୁଲିସ ସୋମବାର ଦିନ ପ୍ରଦର୍ଶନ...
  • ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ତମ ଜନ୍ମବାର୍ଷିକୀ ଅବସରରେ ତାଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏନେଇ ସେ ଟୁଇଟରରେ ଉଲ୍ଲେଖ କରିଛନ୍ତି । ଠିକ ସେହିପରି କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା...
  • ହସ୍ପିଟାଲରୁ ଫେରିଲେ ନୁସରତ

    କୋଲକାତା: ତୃଣମୂଳ କଂଗ୍ରେସ (ଟିଏମସି)ସାଂସଦ ତଥା ବେଙ୍ଗଲୀ ଅଭିନେତ୍ରୀ ନୁସରତ ଜହାଁଙ୍କୁ ରବିବାର-ନଭେମ୍ବର ୧୭)ରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ନୁସରତଙ୍କୁ ଗତକାଲି (ସୋମବାର) ହସ୍‌ପିଟାଲରୁ ଛୁଟି ମିଳି ଯାଇଛି। ହସ୍‌ପିଟାଲ୍‌ରୁ ଛୁଟି ମିଳି ଯାଇଥିଲେ ହେଁ...
  • ସୀମାରୁ ୨ ଭାରତୀୟ ନାଗରିକ ଗିରଫ

    ନୂଆଦିଲ୍ଲୀ:ଭାରତଠୁ ବିଚଳିତ ହୋଇପଡିଥିବା ପାକିସ୍ତାନ ପ୍ରତିଦିନ କିଛି ନା କିଛି ନୂଆ ଷଡଯନ୍ତ୍ର ରଚୁଛି । ଗତକାଲି ପାକିସ୍ତାନ ଚ୍ୟାନେଲରେ ଦୁଇଜଣ ଭାରତୀୟଙ୍କ ଗିରଫଦାରି ଖବର ଦେଖାଯାଇଥିଲା । ଏହି ଦୁଇଜଣ ବିନା ପାସପୋର୍ଟରେ ପାକିସ୍ତାନରେ ଅନୁପ୍ରବେଶ କରୁଥିଲେ ବୋଲି...