ଆଜି ମହିଳା ଟି-୨୦ ବିଶ୍ୱକପ୍ ଫାଇନାଲ; ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜି ମହିଳା ଟି-୨୦ ବିଶ୍ୱକପ୍ ଫାଇନାଲ ମ୍ୟାଚ୍ । ଯାହା ଅଷ୍ଟ୍ରେଲିଆର ମେଲବୋର୍ଣ୍ଣ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ହେବ । ଏହି ଫ୍ୟାଇନାଲ ମ୍ୟାଚରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ହେବ ।

ତେବେ ଏହା ପୂର୍ବରୁ ଅର୍ଥାତ୍ ଶନିବାର ପ୍ରଧାନମନ୍ତ୍ରୀ ମୋଦୀ ଭାରତୀୟ ଓ ଅଷ୍ଟ୍ରେଲିଆ ଟିମକୁ ଟ୍ୱିଟ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି । ଅନ୍ୟପଟେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମୋଦୀ ଟ୍ୱିଟରରେ କହିଥିଲେ, ଆସନ୍ତାକାଲି ଏମସିଜିରେ ମ୍ୟାଚ ହେବ । ଉଭୟ ଟିମକୁ ଶୁଭେଚ୍ଛା ଜଣାଉଛି ବୋଲି ସେ ଟ୍ୱିଟ କରିଛନ୍ତି ।