ରାମ ନବମୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପବିତ୍ର ରାମ ନବମୀ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ରାମ ନବମୀର ଶୁଭେଚ୍ଛା ଜଣାଇଛନ୍ତି । ଏହାକୁ ନେଇ ନିଜ ଟ୍ୱିଟରରେ ସେୟାର କରି ଲେଖିଛନ୍ତି ଯେ, ପବିତ୍ର ରାମ ନବମୀ ଅବସରରେ ଦେଶବାସୀଙ୍କୁ ମୋର ଶୁଭକାମନା । ଜୟ ଶ୍ରୀରାମ ।