ତାଳଚେର ଫର୍ଟିଲାଇଜର ପ୍ଲାଂଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମୀକ୍ଷା

ଭାରତର ପ୍ରାକୃତିକ ଗ୍ୟାସ ଆମଦାନୀକୁ ହ୍ରାସ କରିବ ତାଳଚେର ଫର୍ଟିଲାଇଜର ପ୍ଲାଂଟ୍ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  ତାଳଚେର ଫର୍ଟିଲାଇଜର ପ୍ଲାଂଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ ମଙ୍ଗଳବାର କେନ୍ଦ୍ରମବୀ ଧର୍ମେନ୍ଦ୍ର ପ୍ରଧାନ ପେଟ୍ରୋଲିୟମ ମବାଳୟ ତଥା ଫର୍ଟିଲାଇଜର୍ସ ବିଭାଗ ଓ ତାଳଚେର ଫର୍ଟିଲାଇଜର୍ସର ଅଧିକାରୀମାନଙ୍କ ସହ ସମୀକ୍ଷା କରିଛନ୍ତି ।

ଗ୍ୟାସ ଓ ସାର କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭରଶୀଳ କରିବାରେ ସହାୟକ ହେବ

ଏହି ପ୍ଲାଂଟ୍ କାର୍ଯ୍ୟକ୍ଷମ ହେଲେ ଏହା ଭାରତର ପ୍ରାକୃତିକ ଗ୍ୟାସ ଆମଦାନୀକୁ ହ୍ରାସ କରିବ ଏବଂ ଭାରତକୁ ଗ୍ୟାସ ଓ ସାର କ୍ଷେତ୍ରରେ ଆତ୍ମନିର୍ଭରଶୀଳ କରିବାରେ ସୟାହକ ହେବ ବୋଲି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ମତବ୍ୟକ୍ତ କରିଛନ୍ତି ।