ତିନି ତଲାକ୍ ବିଲ୍ ଗୃହିତ ହେବା ଅବସରରେ ମୁସଲିମ ମହିଳାଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୁଭେଚ୍ଛା

 ମହିଳାଙ୍କ ସମ୍ମାନ ଓ ସଶକ୍ତିକରଣ ପାଇଁ ପ୍ରଧାନ ମନ୍ତ୍ରୀ ମୋଦି ସମର୍ପିତ

ଭୁବନେଶ୍ୱର : ରାଜ୍ୟସଭାରେ ମଙ୍ଗଳବାର ଐତିହାସିକ ତିନି ତଲାକ୍ ବିଲ୍ଗୃ ହିତ ହେବା ଅବସରରେ ସମସ୍ତ ମୁସଲିମ ମାଆ ଭଉଣୀ ମାନଙ୍କୁ ସାମାଜିକ ଗଣମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ମହିଳାଙ୍କ ସମ୍ମାନ ଓ ସଶକ୍ତିକରଣ ପ୍ରତି ସମର୍ପିତ ପ୍ରଧାନମବୀ ନରେନ୍ଦ୍ର ମୋଦିଙ୍କ ସରକାର ଆଜି ତିନି ତଲାକ୍ପ ରି ଋଢିବାଦ କୁପ୍ରଥା ମୁସଲିମ ମହିଳାଙ୍କ ସ୧ାନ ରକ୍ଷାରେ ଏକ ଅଭୁତପୂର୍ବ ନିୟମ ବ୍ୟବସ୍ଥା କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିଜ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ।