କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା; ଓସେପାର ମେରିଟ୍ ଲିଷ୍ଟ ରଦ୍ଦ କଲେ ହାଇକୋର୍ଟ

କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ଆଜି ହାଇକୋର୍ଟ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ରାୟ । ଓସେପାର ମେରିଟ୍ ଲିଷ୍ଟ ଖାରଜ କରିବା ସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ।

ପୂର୍ବରୁ ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । ଜିଲ୍ଲାୱାରୀ ମେରିଟ୍ ଲିଷ୍ଟ ବି ଖାରଜ କଲେ ହାଇକୋର୍ଟ ।