୧୮ ରୁ ଖରା ଛୁଟି

ଭୁବନେଶ୍ବର : ୧୮ ରୁ ଖରା ଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ । ସ୍ବତନ୍ତ୍ର ରିଲିଫ୍ କମିଶନର ବିଷ୍ଣୁପଦ ସେଠୀ ଏ ନେଇ ସୂଚନା ଦେଇଛନ୍ତି ।  ତେବେ ପୂର୍ବରୁ ମେ ୬ରୁ ଖରା ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର ।