Bignews ବିଜେପିରେ ସାମିଲ ହେଲେ ଅରବିନ୍ଦ ଢାଲି OPA Mar 3, 2024 ବିଜେଡିରୁ ଗତକାଲି ଇସ୍ତଫା ଦେବା ପରେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି ଜୟଦେବ ନିର୍ବାଚନ ମଣ୍ଡଳୀର ବିଧାୟକ ଅରବିନ୍ଦ ଢାଲି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ… Read More...