ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ। ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ।