ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଉ ୩ ନୂଆ ଆକ୍ରାନ୍ତ ଚିହ୍ନଟ । ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ।ଏହି ତିନିଜଣ ରୋଗୀ ଭୁବନେଶ୍ୱର ବମିଖାଲ ଅଂଚଳର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  । ତେବେ ୯ ଜଣଙ୍କ ମଧ୍ୟରୁ ପ୍ରଥମ ଓ ୨ୟ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।