ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶାର ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତ। ସେ ଘରେ ବିଚ୍ଛିନ୍ନ ଅଛନ୍ତି ଏବଂ ତାଙ୍କ ଅବସ୍ଥା ସ୍ଥିର ଅଛି ବୋଲି ସୂଚନା ଦେଇ ମନ୍ତ୍ରୀ ଟୁଇଟ୍ କରିଛନ୍ତି। ଗତ କିଛି ଦିନ ହେବ ତାଙ୍କ ସହ ଯୋଗାଯୋଗରେ ଆସିଥିବା ଲୋକଙ୍କୁ ନିଜକୁ ପରୀକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି।