ଆଜି କେନ୍ଦ୍ର କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ: ଆଜି କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେଉଥିବା ବେଳେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ନିଷ୍ପତି ନିଆଯିବ । ଏହି ବୈଠକ ୭ ଲୋକ କଲ୍ୟାଣ ମାର୍ଗରେ ଅନୁଷ୍ଠିତ ହେବ। ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ଯୋଗ ଦେବେ ।