କେନ୍ଦ୍ର ସମବାୟ ବ୍ୟାଙ୍କ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗିର: ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ମ୍ୟାନେଜର ଅଶୋକ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଛି। ଭିଜିଲାନ୍ସ ବିଭାଗର ଚାରୋଟି ଟିମ୍‌ ଏକକାଳୀନ ୪ଟି ସ୍ଥାନରେ ଚଢ଼ଉ ଜାରି ରଖିଛି। ତାଙ୍କ ପ୍ୟାଲେସ୍‌...

ବଲାଙ୍ଗିର: ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ମ୍ୟାନେଜର ଅଶୋକ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଛି। ଭିଜିଲାନ୍ସ ବିଭାଗର ଚାରୋଟି ଟିମ୍‌ ଏକକାଳୀନ ୪ଟି ସ୍ଥାନରେ ଚଢ଼ଉ ଜାରି ରଖିଛି।

ତାଙ୍କ ପ୍ୟାଲେସ୍‌ ଲାଇନ୍‌ ନିକଟ ଦଶମତି ନଗର ଘରେ ଭିଜିଲାନ୍ସ କର୍ମଚାରୀ ଚଢଉ କରୁଛନ୍ତି। ଏଥିସହ ମାଲପଡ଼ାସ୍ଥିତ ତାଙ୍କ ପୈତୃକ ଘର, ବଲାଙ୍ଗିରସ୍ଥିତ କାର୍ଯ୍ୟାଳୟ, ଭବାନୀପାଟଣାସ୍ଥିତ ଝିଅ ଘର ଉପରେ ମଧ୍ୟ ଏକକାଳୀନ ଚଢଉ ଜାରି ରହିଛି।ଖବର ଲେଖାଯିବା ସୁଦ୍ଧା ଚଢ଼ଉ ଜାରି ରହିଥିବାରୁ ସମ୍ପତ୍ତିର ମୂଲ୍ୟ ଆକଳନ କରାଯାଇ ନାହିଁ।

Spread the love
Categories
ଓଡିଶା

RELATED BY

  • ସ୍କୁଲ ଯିବନି ଜଗା, ମୁଣ୍ଡରେ ହେବ ଖପୁରୀ ପ୍ରତିରୋପଣ: ମନ୍ତ୍ରୀ

    କଟକ: ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସାଧୀନ ଥିବା ଜଗାର ଖପୁରୀ ପ୍ରତ୍ୟାରୋପଣ ହେବ। ତେଣୁ ବର୍ତ୍ତମାନ ସ୍ଥିତିରେ ଜଗା ସ୍କୁଲ ଯାଇପାରିବ ନାହିଁ। ଖପୁରି ପ୍ରତିରୋପଣ ପରେ ସେ ସ୍କୁଲ ଯିବା ସମ୍ଭବ ହୋଇପାରିବ। କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଅଂଚଳର...
  • ଓଡ଼ିଶାରେ ନକଲି ସାମ୍ପୁ

    ବଲାଙ୍ଗୀର: ଘରେ ଘରେ ପରିଚିତ କ୍ଲିନିକ ପ୍ଲସ ସାମ୍ପୁର ନକଲି ଏବେ ବଜାରରେ ଦେଖିବାକୁ ମିଳିଛି | କିଛି ଏଭଳି ଅଭିଯୋଗ ବଲାଙ୍ଗୀରର କଣ୍ଟାବାଞ୍ଜିରୁ ଆସିଛି | ବଜାରରେ ପ୍ୟାକେଟ୍ ପ୍ୟାକେଟ୍ ନକଲି ସାମ୍ପୁ ବିକ୍ରି ହେଉଥିବାବେଳେ ଏବେ ଏହାର...
  • ମଙ୍ଗୁମଠକୁ ନ ଭାଙ୍ଗିବାକୁ ନବୀନଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

    ପୁରୀ:ପୁରୀର ବହୁ ପୁରାତନ ମଙ୍ଗୁ ମଠ ଉଚ୍ଛେଦ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ନବୀନଙ୍କୁ ଏକ ଟ୍ୱିଟ୍‌ କରି କ୍ୟାପଟେନ ଅମରିନ୍ଦର ସିଂହ କହିଛନ୍ତି ଯେ, ଏହି ମଠ ଗୁରୁ ନାନକଙ୍କ...
  • ନନ୍ଦନକାନନରେ ଅସୁସ୍ଥ ଦନ୍ତାହାତୀ ଚନ୍ଦନ ମୃତ

    ବାରଙ୍ଗ: ଶନିବାର ରାତିରେ ସ୍ଥାନୀୟ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀଶାଳରେ ରହୁଥିବା ଅସୁସ୍ଥ ଦନ୍ତାହାତୀ ଚନ୍ଦନର ମୃତ୍ୟୁ ଘଟିଛି । ଅସୁସ୍ଥ ହୋଇପଡ଼ିଥିବା ଚନ୍ଦନକୁ ଆସାମ ଷ୍ଟେଟ୍‌ ଓ ସେଣ୍ଟର୍‌ ଫର୍‌ ଓ୍ଵାଇଲ୍‌ଡ୍‌ ଲାଇଫ୍‌ ହେଲ୍‌ଥ୍‌ ଓଡ଼ିଶାର ପ୍ରବୀଣ ପଶୁଚିକିତ୍ସକମାନଙ୍କ...