ଭୋଟ ଦେବାକୁ ଆସି ଟଳିପଡିଲେ ବୃଦ୍ଧ

ଆସିକା :ଆସିକା ଲୋକସଭା ଅଧିନରେ ଆସୁଥିବା ସାନଖେମୁଣ୍ଡି କଂସାମାରି ବୁଥରେ ଜଣେ ୯୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ଭୋଟ୍ ଦେବାକୁ ଆସି ମୃତ୍ୟୁବରଣ କରିଥିବା  ବୃଦ୍ଧଙ୍କ ନଟବର ବେହେରା ବୋଲି ଜଣାପଡ଼ିଛି। ସେ ନିଜର ମତଦାନ ଅଧିକାର...

ଆସିକା :ଆସିକା ଲୋକସଭା ଅଧିନରେ ଆସୁଥିବା ସାନଖେମୁଣ୍ଡି କଂସାମାରି ବୁଥରେ ଜଣେ ୯୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ଭୋଟ୍ ଦେବାକୁ ଆସି ମୃତ୍ୟୁବରଣ କରିଥିବା  ବୃଦ୍ଧଙ୍କ ନଟବର ବେହେରା ବୋଲି ଜଣାପଡ଼ିଛି। ସେ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବା ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଥିଲେ।

ହଠାତ୍ ସେ ତଳେ ପଡ଼ିଯାଇଥିଲେ। ତାପରେ ପରିବାର ଲୋକେ ତାଙ୍କୁ ତତକ୍ଷଣାତ୍ ଡାକ୍ତରଖାନାରେ ଭର୍ତ୍ତି  କରିଥିଲେ।  ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ଏହା ଏକ ଅଂଶୁଘାତଜନିତ ମୃତ୍ୟୁ ବୋଲି ଅନୁମାନ କରାଯାଉଛି।

Spread the love
Categories
ଓଡିଶା

RELATED BY

  • କଟକ ଏସ୍‌ସିବି ଆସିବେ ଜଗା ଓ କାଳିଆ

    କଟକ : ନୂଆଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ କଟକ ବଡ଼ ମେଡିକାଲ୍‌ ଆସିବେ। କେବେ ଆସିବେ ତାହା ୭ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ।...
  • ନଦୀରେ ବୁଡ଼ି ଗଲେ ଦୁଇ ଭଉଣୀ

    ସାଲେପୁର : କଟକ ଜିଲ୍ଲା କିଶନନଗର ଥାନା ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇ ନଦୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ...
  • ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ପରଲୋକ

    ଭୁବନେଶ୍ୱର:ରାଜ୍ୟର ଜଣେ ସୁନାମଧନ୍ୟ ତଥା ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଗତକାଲି ରାତିରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ...
  • ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ:୨ ଦିନ ଭିଜିବ ଓଡ଼ିଶା!

    ଭୁବନେଶ୍ବର : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି ପୂର୍ବାନୁମାନ...